ଆର୍ଥିକ ପ୍ୟାକେଜ୍‍ ଲଘୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ପାଇଁ ନୂଆ ଆଶା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ତାଙ୍କ ପ୍ରତିକ୍ରିୟା

0 938

 

ଭୁବନେଶ୍ୱର – କେନ୍ଦ୍ର ସରକାରଙ୍କ ପକ୍ଷରୁ ଅର୍ଥନୀତିକୁ ପୁନରୁଦ୍ଧାର କରିବା ଉଦ୍ଦେଶ୍ୟରେ ଘୋଷଣା କରାଯାଇଥିବା ଆର୍ଥିକ ପ୍ୟାକେଜ୍‍ ଲଘୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ପାଇଁ ନୂଆ ଆଶା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି । ଏହାଦ୍ୱାରା ଲକ୍ଷାଧିକ ନିଯୁକ୍ତି ସୃଷ୍ଟି ହେବା ସହ ପ୍ରଭାବିତ ଶ୍ରମିକ ଶ୍ରେଣୀର ଲୋକଙ୍କ ସମସ୍ୟା ଦୂର କରିବ ବୋଲି ସେ କହିଛନ୍ତି

Leave A Reply

Your email address will not be published.