ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ରହିବ

0 1,108

ରାଜ୍ୟରେ ଏବେ ଶୀତ କମିଛି ।

ପ୍ରାୟ ସମସ୍ତ ଜିଲ୍ଲାର ତାପମାତ୍ରା ୨ରୁ ୩ ଡିଗ୍ରୀ ଅଧିକ ରହିଛି ।

ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁସାରେ ଆସନ୍ତା ଦୁଇ/ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ ।

ତେବେ ଆସନ୍ତା ୧୮ ଓ ୧୯ ତାରିଖ ଆଡ଼କୁ ରାଜ୍ୟର ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ରହିବ ।

ରାଜ୍ୟରେ ଏବେ ଶୀତ କମିଛି  । ପ୍ରାୟ ସମସ୍ତ ଜିଲ୍ଲାର ତାପମାତ୍ରା ୨ରୁ ୩ ଡିଗ୍ରୀ ଅଧିକ ରହିଛି  । ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁସାରେ ଆସନ୍ତା ଦୁଇ/ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ  । ତେବେ ଆସନ୍ତା ୧୮ ଓ ୧୯ ତାରିଖ ଆଡ଼କୁ ରାଜ୍ୟର ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ରହିବ  ।

Leave A Reply

Your email address will not be published.