ଯୋଗ ଦିବସ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ପୋଷ୍ଟ କଲେ ନିଜର ଆନିମେଟେଡ୍‌ ଯୋଗ ଭିଡିଓ(ତ୍ରିକୋଣାସନ)

0 1,191

ନୂଆଦିଲ୍ଲୀ . – ଅନ୍ତର୍ଜାତୀୟ ଯୋଗଦିବସ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଯୋଗର ବିଭିନ୍ନ ଉପକାରିତା ବିଷୟରେ ଏକ ଭିଡିଓ ପୋଷ୍ଟ କରିଛନ୍ତି । ଏଥିରେ ମୋଦୀଙ୍କର ଆନିମେଟେଡ୍‌ ରୂପ ରହିଛି । ଏଥିରେ ତ୍ରିକୋଣାସନର ଉପକାରିତା ବିଷୟରେ ବର୍ଣ୍ଣନା କରାଯାଇଛି ।
ଜୁନ୍‌ ୨୧ ତାରିଖକୁ ଅନ୍ତର୍ଜାତୀୟ ଯୋଗ ଦିବସ ରୂପେ ପାଳନ କରାଯାଉଛି । ଏଥିପାଇଁ ବିଶ୍ୱବ୍ୟାପୀ ଅନେକ କାର୍ଯ୍ୟକ୍ରମ କରାଯାଉଛି ।

Leave A Reply

Your email address will not be published.