ମାଟ୍ରିକ୍‍ ରେଗୁଲାର ଛାତ୍ରଛାତ୍ରୀଙ୍କୁ ଏକ୍ସ ରେଗୁଲାର ପରୀକ୍ଷା ପାଇଁ ଉଦ୍ଦିଷ୍ଟ ପ୍ରଶ୍ନପତ୍ର ଦିଆଯିବା ଘଟଣାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ତଦନ୍ତ ନିର୍ଦ୍ଦେଶ

0

ମାଟ୍ରିକ୍‍ ରେଗୁଲାର ଛାତ୍ରଛାତ୍ରୀଙ୍କୁ ଏକ୍ସ ରେଗୁଲାର ପରୀକ୍ଷା ପାଇଁ ଉଦ୍ଦିଷ୍ଟ ପ୍ରଶ୍ନପତ୍ର ଦିଆଯିବା ଘଟଣାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଗଣଶିକ୍ଷା ବିଭାଗ ସଚିବ ଏହି ମାମଲାର ତଦନ୍ତ କରିବେ । ସୂଚନା ଅନୁସାରେ ଚଳିତ ବର୍ଷ ଅଫ୍‍ଲାଇନ୍‍ ମାଟ୍ରିକ୍‍ ପରୀକ୍ଷାରେ ରେଗୁଲାର ପରୀକ୍ଷାର୍ଥୀଙ୍କୁ ଏକ୍ସ ରେଗୁଲାର ପରୀକ୍ଷାର ପ୍ରଶ୍ନପତ୍ର ଦିଆଯିବାର ଅଭିଯୋଗ ହୋଇଥିଲା ।

Leave A Reply

Your email address will not be published.