ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ବିଜୟ କୃଷ୍ଣ ପଟେଲ ରାଜ୍ୟ ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି

0 350

ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ବିଜୟ କୃଷ୍ଣ ପଟେଲ   ରାଜ୍ୟ ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜଷ୍ଟିସ୍‍ ପଟେଲଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମାନବଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ କରିଥିଲେ । ଏ ସଂକ୍ରାନ୍ତ ବିଜ୍ଞପ୍ତି ଆଇନ ବିଭାଗ ପକ୍ଷରୁ ଗତ ୨୬ ତାରିଖରେ ପ୍ରକାଶ ପାଇଥିଲା । ଏଥିପୂର୍ବରୁ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ବିମଳ ପ୍ରସାଦ ଦାଶ ମାନବଅଧିକାର ଅଧ୍ୟକ୍ଷ ଥିଲେ ।

Leave A Reply

Your email address will not be published.